ଜାତୀୟ ଖବର ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶଲ ଏପି ସିଂହ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ତେଜସ୍’ ଲଢ଼ୁଆ ବିମାନରେ ନିଜର ଶେଷ ଫାଇଟର ସୋର୍ଟି (ସମର…