ଆଜିର ଖବର ଦିଶା ସାଲିଆନ୍ ମୃତ୍ୟୁ ମାମଲାରେ ସିବିଆଇର ବଡ଼ ପଦକ୍ଷେପ: ବହୁ ବଡ଼ବଡ଼ିଆଙ୍କ ନାଁରେ ଏଫଆଇଆର୍ ମୁମ୍ବାଇ: ବଲିଉଡ୍ ଅଭିନେତା ସ୍ୱର୍ଗତ ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନ୍ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ସିବିଆଇ ଆନୁଷ୍ଠାନିକ ଭାବେ ଏଫଆଇଆର୍ ରୁଜୁ କରିଛି।…