ଆଜିର ଖବର ଓଡ଼ିଶାରୁ ଏଫସିଆଇର ଚାଉଳ ସଂଗ୍ରହ ସମ୍ପର୍କରେ ତଥ୍ୟ ଦେଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ: ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ୨୦୨୨-୨୩ ଖରିଫ ବିପଣନ ଋତୁରେ ୧୩ ଜୁଲାଇ, ୨୦୨୩ ସୁଦ୍ଧା ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍…