ଖେଳ ଏଫ୍ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍ ନୂଆଦିଲ୍ଲୀ: ଏଫ୍ଆଇଏଚ୍ (FIH) ପ୍ରୋ ଲିଗ୍ ୨୦୨୬-୨୭ ପାଇଁ କାର୍ଯ୍ୟସୂଚୀ ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି। ଏହି ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟ ଆସନ୍ତା ଡିସେମ୍ବର ୮ ତାରିଖରୁ ଆରମ୍ଭ…