ଆଜିର ଖବର ସୋଆ ଏବଂ ଏଭିଏନ୍ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍ଏଲ୍) ଓ ଶିକ୍ଷା…