ଆଜିର ଖବର ଅବ୍ୟବସ୍ଥା ଘେରରେ ବ୍ରହ୍ମପୁର ବଡ ଡାକ୍ତରଖାନା, ସମସ୍ୟାର ସମାଧାନ ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାର ପ୍ରାଣ କେନ୍ଦ୍ର ବ୍ରହ୍ମପୁର ସହରରେ ଅବସ୍ଥିତ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ଅବସ୍ଥା ସାଙ୍ଘାତିକ ହୋଇପଡିଛି।…