ଅପରାଧ ଭାରତରେ ଜାଲ୍ ଚାଇନା ସେଲ କମ୍ପାନୀ ବିରୋଧରେ ଏମସିଏର କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ଗିରଫ ନୂଆଦିଲ୍ଲୀ: ଜାଲ ଚାଇନା କମ୍ପାନୀ ବିରୋଧରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ (ଏମସିଏ) ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେପ୍ଟେମ୍ବର ୮, ୨୦୨୨ରେ ଗୁରଗାଓଁ ଠାରେ ଥିବା ଜିଲିଆନ…