ବିଶେଷ ଖବର ରାଜ୍ୟ ସରକାର ଏବଂ ଏମ୍ଏସ୍ ସ୍ୱାମୀନାଥନ୍ ରିସର୍ଚ୍ଚ ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣା ସ୍ବାକ୍ଷରିତ ଭୁବନେଶ୍ୱର: ରାଜ୍ୟର କୃଷି ବ୍ୟବସ୍ଥାକୁ ଅଧିକ ସ୍ଥାୟୀ ଓ ଜଳବାୟୁ ସହନଶୀଳ କରିବା ସହ ପୁଷ୍ଟି ସୁରକ୍ଷା, ମହିଳା ସଶକ୍ତିକରଣ, ଜୈବବିବିଧତା ସଂରକ୍ଷଣ ଏବଂ ଗ୍ରାମୀଣ ଓ…