ଆଜିର ଖବର ଜନସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ଘୋଷଣାକୁ ଦୃଷ୍ଟିରେ ରଖି ଏମପକ୍ସ ସ୍ଥିତି ଉପରେ ପ୍ରଧାନମନ୍ତ୍ରୀଙ୍କ ନଜର ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରମାଗତ ଭାବେ ଏମ୍ ପକ୍ସ ସ୍ଥିତି ଉପରେ ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶ କ୍ରମେ ତାଙ୍କର ପ୍ରମୁଖ ସଚିବ…