ଆଜିର ଖବର ଏମ୍. ଭେଙ୍କେୟା ନାଇଡୁଙ୍କ ଜୀବନ ଏବଂ ଯାତ୍ରା ଉପରେ ତିନୋଟି ପୁସ୍ତକ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ୍. ଭେଙ୍କେୟା ନାଇଡୁଙ୍କ ୭୫ତମ ଜନ୍ମଦିନ ଅବସରର ପୂର୍ବ ଦିନ ଅର୍ଥାତ୍ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ…