ଆଜିର ଖବର ପ୍ରଖ୍ୟାତ କୃଷି ବିଜ୍ଞାନୀ ଏମ ଏସ ସ୍ବାମୀନାଥନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ବର: ବିଶିଷ୍ଟ କୃଷି ବିଜ୍ଞାନୀ ଏମ ଏସ ସ୍ବାମୀନାଥନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି…