ଆଜିର ଖବର ଶପଥ ନେଲେ ସସ୍ମିତ ପାତ୍ର, ଟେବୁଲ ବାଡାଇ ଗୃହରେ କରାଗଲା ସ୍ବାଗତ, ଦେଖନ୍ତୁ ଭିଡିଓ ନୂଆଦିଲ୍ଲୀ: ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି ଡ. ସସ୍ମିତ ପାତ୍ର। ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଏମ ଭେଙ୍କୟାନାଇଡୁ ତାଙ୍କୁ ଶପଥ କରାଇଥିଲେ।…