ଏଲଏଚବି କୋଚ

ଭୁବନେଶ୍ୱର: ଯାତ୍ରୀମାନଙ୍କ ସୁରକ୍ଷା, ଆରାମ ଏବଂ ଯାତ୍ରା ଅନୁଭୂତିକୁ ଆହୁରି ଉନ୍ନତ କରିବା ପାଇଁ ପୂର୍ବତଟ ରେଳପଥ ପୁରୀ-ପାଟଣା-ପୁରୀ ଏକ୍ସପ୍ରେସ୍‌ରେ ଆଧୁନିକ ଏଲଏଚବି (LHB) କୋଚ ପ୍ରଚଳନ…