ରାଜ୍ୟ ଖବର ଭୁବନେଶ୍ୱର ରେଳ ଷ୍ଟେସନ ପ୍ରବେଶ ଓ ପ୍ରସ୍ଥାନ ପାଇଁ ଏଲିଭେଟେଡ୍ ଡ୍ରାଇଭୱେ ନିର୍ମାଣ କାର୍ଯ୍ୟର ଅନୁମତି ପ୍ରଦାନ ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନର ପୁନର୍ବିକାଶ ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ରାଜ୍ୟ ସରକାର ଷ୍ଟେସନର ମାଷ୍ଟର କ୍ୟାଣ୍ଟିନ ପାର୍ଶ୍ୱରେ ଏଲିଭେଟେଡ୍ ଡ୍ରାଇଭୱେ ଏବଂ…