ଆଜିର ଖବର ସୁନ୍ଦରଗଡ଼ରେ ମିଶନ ଶକ୍ତିର ମା’ଙ୍କ ପାଇଁ ସ୍ୱତନ୍ତ୍ର ନିବେଶକ ସମ୍ମିଳନୀ: ‘ଏସଏଚଜି ଟୁ ଏସଏମଇ’ ଲକ୍ଷ୍ୟ ସୁନ୍ଦରଗଡ଼: ମିଶନ ଶକ୍ତି ଅଧୀନରେ ପରିଚାଳିତ ଓଡ଼ିଶାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଆର୍ଥିକ ବିକାଶର ଏକ ନୂଆ ଉଚ୍ଚତାକୁ ନେବା ଲାଗି ବିଶେଷ ପଦକ୍ଷେପ ନେଉଛନ୍ତି…