ଏସପିଓ ସହିଦ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରୁ ବାନ୍ଦିପୋରାରେ ଗ୍ରେନେଡ ଆକ୍ରମଣର ଖବର ସାମ୍ନାକୁ ଆସୁଛି। ବାନ୍ଦିପୋରାରେ ଆତଙ୍କବାଦୀମାନେ ଗ୍ରେନେଡ ସାହାଯ୍ୟରେ ସୁରକ୍ଷା ବାହିନୀ ଉପରେ ଆକ୍ରମଣ କରିଥିବା ସୂଚନା ରହିଛି।…