ଆଜିର ଖବର ଆଜି ସ୍ୱଚ୍ଛ ଭାରତ ମିଶନ-ସହରୀ ୨.୦ ଏବଂ ଅମୃତ ୨.୦ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ଅର୍ବାନ ୨.୦ ଏବଂ ଅମୃତ ୨.୦ ନୂଆଦିଲ୍ଲୀସ୍ଥିତ ଡକ୍ଟର ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷାକେନ୍ଦ୍ରରେ ଆରମ୍ଭ…