ଆଜିର ଖବର ଡେଡ୍ଲାଇନ୍ ପରେ ବି ଶେଷ ହୋଇନି ଏସ୍ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ କଟକ: କଟକ ଏସ୍ସିବି ମେଡିକାଲର ବହୁ ପ୍ରତୀକ୍ଷିତ ନୂଆ କ୍ଲିନିକାଲ ୟୁନିଟ୍ ବିଲ୍ଡିଂର କାମ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହୋଇପାରିନାହିଁ। ଚଳିତ ବର୍ଷ ଜୁନ୍ ସୁଦ୍ଧା…