ଆଜିର ଖବର ଏସସି ଏସ୍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ ଭୁବନେଶ୍ୱର: ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ଓ ପଛୁଆବର୍ଗ ବିକାଶ ବିଭାଗ ଅଧିନରେ ଥିବା ବିଦ୍ୟାଳୟରେ ୪ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ବିଭାଗ…