ବିଶେଷ ଖବର ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଜାକର୍ତ୍ତା: ପ୍ରଧାନମନ୍ତ୍ରୀ ୭ ସେପ୍ଟେମ୍ବର ୨୦୨୩ରେ ଜାକର୍ତ୍ତାଠାରେ ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଥିଲେ। ଆସିଆନ୍-ଭାରତ…