ଆଜିର ଖବର ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା କଟକ: ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ରାଜ୍ୟର ଚାଞ୍ଚଲ୍ୟ ସୃଷ୍ଟି କରିଥିବା ଏହି ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ମାମଲାର…