ଅନ୍ତରାଷ୍ଟ୍ରୀୟ ଭଲିବଲ ଖେଳାଳୀ ଆଶିଷ ସ୍ବାଇଁଙ୍କୁ ସମ୍ବର୍ଦ୍ଧନା ଦେଲେ ଡ.ଅଚ୍ୟୁତ ସାମନ୍ତ ଭୁବନେଶ୍ବର: ଭଲିବଲ ଖେଳାଳୀ ଆଶିଷ ସ୍ବାଇଁଙ୍କୁ ଭଲିବଲ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ଡ. ଅଚ୍ୟୁତ ସାମନ୍ତ ସମ୍ବର୍ଦ୍ଧନା କରିଛନ୍ତି। ଗତକାଲି ଭୁବନେଶ୍ବରର କିଟ୍ କାର୍ଯ୍ୟାଳୟରେ ତାଙ୍କୁ…