ଏସ୍ଏଚ୍ଏସ୍ ୨୦୨୪

ଭୁବନେଶ୍ଵର: କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି ଆର ପାଟିଲ ଆଜି ଓଡିଶା ଗସ୍ତରେ ଆସି ଚାଲିଥିବା ସ୍ୱଚ୍ଛତା ହିଁ ସେବା (ଏସଏଚଏସ) ଅଭିଯାନର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।…