ଆଜିର ଖବର ଜାନୁୟାରୀ ୪ ତାରିଖରେ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଏସ୍. ମୂରଲୀଧର ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ଜଷ୍ଟିସ ଏସ୍. ମୂରଲୀଧର ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ। ରାଜଭବନ ପରିସରରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ…