ଆଜିର ଖବର ମହିଳା ଅନୁକୂଳ ଗ୍ରାମ ପଞ୍ଚାୟତ କାର୍ଯ୍ୟକ୍ରମ: ପ୍ରତି ଜିଲ୍ଲାରେ ଗୋଟିଏ ଲେଖାଏଁ ଆଦର୍ଶ ଗ୍ରାମ ପଞ୍ଚାୟତର କରାଯିବ ବିକାଶ ନୂଆଦିଲ୍ଲୀ: ଦେଶର ପ୍ରତ୍ୟେକ ଜିଲ୍ଲାରେ ଅତି କମରେ ଗୋଟିଏ ଆଦର୍ଶ ଗ୍ରାମ ପଞ୍ଚାୟତ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ୨୦୨୫ ମାର୍ଚ୍ଚ ୫ ତାରିଖରେ…