ଆଜିର ଖବର ଓଡ଼ିଶାରେ ୪.୪୨ ଲକ୍ଷରୁ ଅଧିକ ଜିଓ ଏୟାରଫାଇବର ଓ ଜିଓ ଫାଇବର ଗ୍ରାହକ: ଟ୍ରାଇ ତଥ୍ୟ ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ହୋମ୍ ବ୍ରଡବ୍ୟାଣ୍ଡ ସେବା ପ୍ରଦାନକାରୀ ଭାବରେ ଏହାର ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରଖି, ରିଲାଏନ୍ସ ଜିଓ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ…