ଆଜିର ଖବର ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି,…