ଏୟାର ପିସ୍ତଲ ପ୍ରତିଯୋଗିତା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…