ଆଜିର ଖବର ଭୁବନେଶ୍ବରର ୱାର୍ଲଡ ସ୍କିଲ ସେଣ୍ଟର ପରିଦର୍ଶନ କଲେ ଏୟାର ମାର୍ଶଲ ଏସ୍. କେ. ଝା ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବାୟୁସେନା ମୁଖ୍ୟାଳୟ ବାୟୁଭବନରୁ ଏୟାର ମାର୍ଶଲ ଶ୍ରୀ ଏସ.କେ. ଝା, ଏଭିଏସ୍ଏମ୍, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ୱାର୍ଲଡ ସ୍କିଲ ସେଣ୍ଟର ପରିଦର୍ଶନ…