ଆଜିର ଖବର ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ‘ଏ ଦିଲ୍ ତତେ ଦେଲି’ ଭୁବନେଶ୍ଵର: ମାର୍ଚ୍ଚ ୧୭ ତାରିଖରେ ଓଡ଼ିଶାର ଲୋକପ୍ରିୟ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଆସୁଛି ଫିଲ୍ମ “ଏ ଦିଲ୍ ତତେ ଦେଲି”। ଭିନ୍ନ ଧରଣର ପ୍ରେମ ଓ ବିଚ୍ଛେଦର…