ବିଶେଷ ଖବର କୋଇଲା ଉତ୍ପାଦନ ଓ ଉତ୍ତୋଳନରେ ଐତିହାସିକ ଅଭିବୃଦ୍ଧି ଭୁବନେଶ୍ୱର: ମହାନଦୀ କୋଲଫିଲ୍ଡସ ଲିମିଟେଡ଼ (ଏମ୍ସିଏଲ୍) ଏହାର ଉତ୍ପାଦନ ଓ ଡେସ୍ପ୍ୟାଚ୍ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ଼ ହାସଲ କରି ୨୦୨୧-୨୨ ଆର୍ଥିକ ବର୍ଷ ସମାପ୍ତ କରିଛି। କମ୍ପାନୀ…