ଆଜିର ଖବର ଜି-୨୦ ଜନଭାଗିଦାରୀ: ଆଇଆଇଟିଟିଏମ ପକ୍ଷରୁ ଐତିହ୍ୟ ପଦଯାତ୍ରା ଆୟୋଜିତ ଭୁବନେଶ୍ୱର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱରସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ଟୁରିଜିମ୍ ଏଣ୍ଡ ଟ୍ରାଭେଲ ମ୍ୟାନେଜମେଣ୍ଟ…