ଆଜିର ଖବର ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍କୁ ଓଆର୍ଏସ୍ ଓ ଜଳ ବଂଟନ ଭୁବନେଶ୍ୱର: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ…