ଆଜିର ଖବର ଓଏଫଡିସିର ସୁବର୍ଣ୍ଣ ଜୟନ୍ତୀରେ ମହାଶ୍ୱେତା ରାୟଙ୍କୁ ସମ୍ବର୍ଦ୍ଧନା ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓଠାରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଓଡ଼ିଆ ସିନେମାର ସମୃଦ୍ଧ ଐତିହ୍ୟକୁ ମନେ ପକାଇବା, ଚଳଚ୍ଚିତ୍ର…