ରାଜ୍ୟ ଖବର ଓଏଫ୍ଡିସିର ନୂଆ ଅଧ୍ୟକ୍ଷ ଭାସ୍କର ଜ୍ୟୋତି ଶର୍ମା ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଧିକାରୀ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ (ଓଏଫ୍ଡିସି) ର ନୂଆ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।…