ଆଜିର ଖବର ବାଣପୁର: ସଡ଼କ ଦୁର୍ଘଟଣାରେ ଯୁବକଙ୍କ ପ୍ରାଣହାନୀ, ଗାଡ଼ି ଚାଳକ ଫେରାର ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସୂଚନା ମୁତାବକ ଆଜି…