ଆଜିର ଖବର ରାଜ୍ୟରେ ଆଉ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଭୁବନେଶ୍ବର: ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…