ଓଡ଼ାପଡ଼ା

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟ ସରକାର ତାଙ୍କୁ ତତ୍କାଳ ପ୍ରଭାବରୁ ନିଲମ୍ବିତ କରିଛନ୍ତି।…