ଜାତୀୟ ଖବର ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମର ଓଡ଼ିଆ ଅଂଶଗ୍ରହଣକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ। ଓଡିଆ ଲୋକଙ୍କୁ ଯେବେ ଯେବେ ସୁଯୋଗ ମିଳିଛି ସେବେ ସେ ନିଜର ଦକ୍ଷତା ଓ ପରାକାଷ୍ଠାର ପ୍ରମାଣ ଦେଖାଇଛନ୍ତି…