ଆଜିର ଖବର ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର…