ଆଜିର ଖବର ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…