ଓଡ଼ିଶା ଆଇନଜୀବୀ ପରିଷଦ

ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶା ଆଇନଜୀବୀ ପରିଷଦର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆଜି ରାଜ୍ୟର ସମସ୍ତ ଅନୁବନ୍ଧିତ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଏକାକାଳୀନ ଭାବେ ଅନୁଷ୍ଠିତ ହେଇଛି।…