ବିଶେଷ ଖବର ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ ଭୁବନେଶ୍ବର: ରାଜ୍ୟର ବିଭିନ୍ନ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବହୁ ପ୍ରତୀକ୍ଷିତ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ପ୍ରଚାର ପର୍ବ ଶେଷ ହୋଇଥିବା ବେଳେ ପ୍ରାର୍ଥୀମାନଙ୍କ ପାଇଁ ଶେଷ…