ଆଜିର ଖବର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ସମାବର୍ତ୍ତନ…