ରାଜ୍ୟ ଖବର ‘ଓଡ଼ିଶା ଟ୍ରାଭେଲ ବଜାର’ର ଶୁଭାରମ୍ଭ: ପର୍ଯ୍ୟଟନ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରଠାରେ ଆଡ଼ମ୍ବରପୂର୍ଣ୍ଣ ପରିବେଶ ମଧ୍ୟରେ ଆୟୋଜିତ ହୋଇଯାଇଛି ସପ୍ତମ ‘ଓଡ଼ିଶା ଟ୍ରାଭେଲ ବଜାର’। ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଆହୁରି ସୁଦୃଢ଼ କରିବା, ବିଶ୍ୱ ଦରବାରରେ…