ଆଜିର ଖବର ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ କୁ ଉଦଘାଟନ କଲେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଭୁବନେଶ୍ଵର: ଆଜି ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ…