ଆଜିର ଖବର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ…