ଆଜିର ଖବର ସରକାରୀ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ଘୋଷଣା: ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ ଭୁବନେଶ୍ୱର: ଓଡ଼ିଶାର ସରକାରୀ ଦନ୍ତ ଚିକିତ୍ସା ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ…