ଆଜିର ଖବର ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରୁନ୍ତୁ: ରାଜ୍ୟପାଳ ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା…