ଆଜିର ଖବର ଓଡ଼ିଶା ସଚିବାଳୟ ସମୀକ୍ଷକ ସେବା ସଂଘର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ଭୁବନେଶ୍ୱର: ଓଡ଼ିଶା ସଚିବାଳୟ ସମୀକ୍ଷକ ସେବା ସଂଘର ବାର୍ଷିକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି। ସମୀକ୍ଷକମାନଙ୍କର ନିଷ୍ଠା, ଆନ୍ତରିକତା ଓ ଦାୟିତ୍ୱବୋଧ ରାଜ୍ୟର ଆର୍ଥିକ ପରିଚାଳନାକୁ ଅଧିକ…